ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…