ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ ପୁରୁଣା ଏକ ସୂର୍ଯ୍ୟ ମନ୍ଦିର ଆବିଷ୍କାର କରାଯାଇଛି। ଏହି ମନ୍ଦିରର କିଛି ଅଂଶ...


