ଶବ ଦାହ ପାଇଁ ମିଳୁନି କାଠ: DFO’ଙ୍କ ବାସଭବନ ଆଗରେ ମୃତଦେହ ରଖି ପ୍ରତିବାଦ ସୁନ୍ଦରଗଡ଼,୨୩ା୩(ଜୟ ନାରାୟଣ ମେଣ୍ଡୁଳି): ମୃତଦେହ ସତ୍କାର ପାଇଁ କାଠ ନ ମିଳିବାରୁ ସନ୍ଧ୍ୟାରେ ସୁନ୍ଦରଗଡ ଡିଏଫଓଙ୍କ ବାସଭବନ ସମ୍ମୁଖରେ ମୃତଦେହ ରଖି ମୃତକଙ୍କ ପରିବାର ସହିତ ଶ୍ମଶାନ ବନ୍ଧୁ ଟିମ ଓ ସ୍ଥାନୀୟ ଲୋକେ ପ୍ରତିବାଦ କରି ଧାରଣାରେ ବସି...