ସୁନ୍ଦରଗଡ଼ରେ ନାବାଳିକାଙ୍କୁ ଗଣବଳାତ୍କାର: ୩ ଗିରଫ
ଭୁବନେଶ୍ୱର,୨୯ା୭: ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ମୁଖ୍ୟ ଅଭିଯୁକ୍ତ ଶିତେଶ ବରାଳ (୧୯)ଙ୍କୁ ସ୍ଥାନୀୟ ଅଦାଲତରେ ହାଜର କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତ, ଯେଉଁମାନେ...
ହୃଦୟବିଦାରକ ଘଟଣା: ସ୍ବାମୀ ସହ ଝଗଡା ପରେ ୨ ଝିଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ
ବଣାଇ,୧୭।୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲାର ଲହୁଣୀପଡ଼ା ଥାନା ଅନ୍ତର୍ଗତ ବନ୍ଧବେର୍ଣ୍ଣା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀର ମଦ ପିଇବା ଅଭ୍ୟାସ ଓ ନୀତି ଦିନିଆ ଝଗଡ଼ାରୁ ବିରକ୍ତ ହୋଇ ତାରିଣୀ ମୁଣ୍ଡା ନାମକ ଜଣେ ମହିଳା...
ପୁଅ ବାହାଘର ପୂର୍ବରୁ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ
ସୁନ୍ଦରଗଡ,୨୬।୩(ଜୟନାରାୟଣ ମେଣ୍ଡୁଳି/ଅନନ୍ତ ପଟେଲ): ମହୁଲ ଗୋଟାଇବାକୁ ଯାଇଥିବା ବେଳେ ସ୍ତ୍ରୀ’କୁ ପଥରରେ ଛେଚି ହତ୍ୟା କଲେ ସ୍ୱାମୀ। ଏଭଳି ଅମାନବୀୟ କାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା ଥାନା ଅନ୍ତର୍ଗତ ହୁଟୁପାନି ଗ୍ରାମରେ। ବୁଧବାର ସକାଳ ପ୍ରାୟ ୮ଟା ବେଳେ...
ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷ ଶିଶୁର ମୁଣ୍ଡ, କଟର୍ରେ କାଟି ଉଦ୍ଧାର କଲେ ଡାକ୍ତର
ବଣାଇଁ,୯।୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଜାଙ୍ଗଳା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ପୁତ୍ର ଖେଳୁ ଖେଳୁ ମୁଣ୍ଡରେ ଷ୍ଟିଲ ଗରା ପଶିଯିବା ଭଳି ଏକ ଦୁଃଖଦ ଘଟଣା ଲୋକଲୋଚନକୁ ଆସିଛି। ଶୁକ୍ରବାର ସା ସମୟରେ...
ସ୍ତ୍ରୀ’ଙ୍କ ଚରିତ୍ରକୁ ସନ୍ଦେହ କରି ଇଟାରେ ପିଟି ପିଟି ହତ୍ୟା କଲେ ସ୍ୱାମୀ
ସୁନ୍ଦରଗଡ଼, ୭।୩: ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ସୁନ୍ଦରଗଡ଼ ଟାଉନ୍ ପୋଲିସ ଥାନା ଅନ୍ତର୍ଗତ ରାଜାମୁଣ୍ଡାରେ ଜଣେ ବ୍ୟକ୍ତି ପରକୀୟା ପ୍ରୀତି ସନ୍ଦେହରେ ତାଙ୍କ ପତ୍ନୀଙ୍କୁ ଇଟାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ମଙ୍ଗଲ ଓରାମଙ୍କୁ ପୋଲିସ ଗିରଫ...
OSSC ୨୫ କିଲୋମିଟର ଦୌଡ଼ ପରୀକ୍ଷା ବେଳେ ଅଘଟଣ: ଚାକିରି ଅଶାୟୀଙ୍କ ମୃତ୍ୟ
ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ଓଏସ୍ଏସ୍ସି ଦ୍ୱାରା ଆୟୋଜିତ ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରୀକ୍ଷକ ପଦବୀ ପାଇଁ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହେଉଥିବା ବେଳେ ଘଟିଛି ଦୁଃଖଦ ଘଟଣା। ଏହି ପରୀକ୍ଷା ଦୌଡ଼ ବେଳେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ...
ପୃଥକ ଦୁର୍ଘଟଣାରେ ୬ ମୃତ: ମେଳା ଦେଖି ଫେରିବା ବେଳେ ତିନି ବନ୍ଧୁଙ୍କ ମୃତ୍ୟୁ
କୁଆଁରମୁଣ୍ଡା(ମହେନ୍ଦ୍ର କୁମାର ସାହୁ)/କରଞ୍ଜିଆ,୨।୩: ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଚୁଙ୍ଗିଗେଟ ନିକଟସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ଶନିବାର ଅଜଣା ଗାଡ଼ି ଧକ୍କାରେ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଜଲଙ୍ଗବିରା ଗ୍ରାମ ଘାସିଟୋଲାର...
ଅର୍ଥ ଆଦାୟ, ଧର୍ମାନ୍ତରୀକରଣ ଷଡଯନ୍ତ୍ର ଅଭିଯୋଗ, ଭାଜପା ନେତାଙ୍କୁ ବିରୋଧ
ବଣାଇଁ, ୧୭।୨(ପ୍ରଦୀପ ତ୍ରିପାଠୀ): ବଣାଇଁ ଉପଖଣ୍ଡ କିଷାନ ସମାଜ ପକ୍ଷରୁ ତାଙ୍କ ଜାତିକୁ ଆଳ କରି କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ଏକ ଜାତି ଭିତ୍ତିକ ସଂଗଠନ କରି ଅର୍ଥ ଆଦାୟ କରିବା ନେଇ ଆଜି ବିରୋଧ ପ୍ରଦର୍ଶନ କରାଯିବା ସହ...
ପ୍ରେମ ନିବେଦନକୁ ମନା କରିବାରୁ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ହେମଗିର,୬ା୧୧(ଚେତୈନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଜୁଲୁମବାହାଲ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ବୁଧବାର ଅପରାହ୍ନରେ ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦିବ୍ୟଭାରତୀ ଅଢା(୨୨)। ହେମଗିର ପୋଲିସ,...
୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’
ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ...
ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ
କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ...
ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ
ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି।...
Archives


