Union Budget 2026-27: ପ୍ରଥମଥର ରବିବାର ବଜେଟ ଭାଷଣ, ସୀତାରାମନ୍ଙ୍କ ୯ମ ବଜେଟ ନୂଆଦିଲ୍ଲୀ,୧।୨: ରବିବାର ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପିତ ହେବ। ଇତିହାସରେ ପ୍ରଥମ ଥର ପାଇଁ, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣ ରବିବାର ପ୍ରଦାନ କରାଯିବ। ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଦ୍ୱାରା ଏକ ଆନୁଷ୍ଠାନିକ ଘୋଷଣାରେ…