ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…
ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ କରୁଛନ୍ତି । ପ୍ରକାଶ ଯେ, ସୁନ୍ଦରଗଡ ସହର…

