କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି ସନାତନ ମୁଣ୍ଡା (୪୫)କୁ ବିଭତ୍ସ ଭାବେ ହତ୍ୟା କରି ଦୁର୍ବୃତ୍ତମାନ ଫିଙ୍ଗିଦେଇଥିବା ଅଭିଯୋଗ…

