ଜନଗଣନାରେ ନିୟୋଜିତ ୨ଜଣଙ୍କ ମୃତ୍ୟୁ
ବେତନଟୀ/ସୁନ୍ଦରଗଡ଼,୨୭।୪(ଧରଣୀଧର ମହାନ୍ତି/ଜୟନାରାୟଣ ମେଣ୍ଡୁଳି): ଜନଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ୍ ଅଧୀନ ପୁରିନ୍ଦା କଖାରୁଆ ବୈଦନାଥ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ରାଜକପୁର ହେମ୍ବ୍ରମଙ୍କ ରବିବାର ସାରେ ବାରିପଦା ପିଆରଏମ୍ ମେଡିକାଲ କଲେଜରେ…
ପ୍ରଚଣ୍ଡ ଖରା, ସୁନ୍ଦରଗଡ଼ ଜିଲାରେ ୨୭ ଯାଏ ସ୍କୁଲ ଛୁଟି ଘୋଷଣା
ସୁନ୍ଦରଗଡ,୨୨ା୪(ଜୟ ନାରାୟଣ ମେଣ୍ଡୁଳି): ବର୍ତ୍ତମାନ ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ସୁନ୍ଦରଗଡ ଜିଲାରେ ଜନ ଜୀବନ ଦୁର୍ବିସହ ହୋଇପଡିଛି । ଦିନର ତାପମାତ୍ରା ଏବେ ୪୧ଡିଗ୍ରୀ ଡେଇଁ ଲାଣି। ଗ୍ରୀଷ୍ମପ୍ରବାହ ପ୍ରବାହକୁ ଆଖି ଆଗରେ ରଖି ଜିଲାପ୍ରଶାସନ ପକ୍ଷରୁ ଜିଲାପାଳ ଡାକ୍ତର ଶୁଭଙ୍କର…
ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ
ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ଗାଁ ଦାଣ୍ଡରେ ଶୋଇଥିବା ବ୍ୟକ୍ତିଙ୍କୁ ଶାବଳରେ ମରଣାନ୍ତକ ଆକ୍ରମଣ କରିବାରୁ ୯ ଜଣ…
ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….
ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ ଭାବେ ହତ୍ୟା କରାଯାଇଛି । ହତ୍ୟାର ଶୀକାର ହୋଇଥିବା ବ୍ୟକ୍ତିଙ୍କ ନାମ ହେଉଛି…
ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ୧୧ଜଣ ଛାତ୍ର ଓ ୮ଜଣ ଛାତ୍ରୀ ରହିଛନ୍ତି । ବିଦ୍ୟାଳୟର ପ୍ରଧାନଶିକ୍ଷକ…
ହୋଲିରେ ଅଘଟଣ, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ….
ସୁନ୍ଦରଗଡ,୪।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଭଷ୍ମା ଥାନା ଅନ୍ତର୍ଗତ ଶରଧାପାଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…
ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…
ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ ଅଶୋକ କୁମାର ଦାଶ କହିଛନ୍ତି, କେନ୍ଦ୍ର ଅର୍ଥମନ୍ତ୍ରୀ ଚିରାଚରିତ ଢଙ୍ଗରେ ଭାରତର କର୍ପୋରେଟ…
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ ଦୁଃଖଦ ଓ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ବାର୍ଷିକ କ୍ରିଡା ପ୍ରତିଯୋଗିତା ଦୌଡରେ…
Archives


