ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର,୧୭/୧୨: ରବିବାର ସୁନ୍ଦରଗଡ ଜିଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ...