ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର? ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର ନଜର ତାଙ୍କ ପତ୍ନୀ ତଥା ରାଜ୍ୟସଭା ସାଂସଦ ସୁନେତ୍ରା ପାୱାରଙ୍କ ଉପରେ ରହିଛି।…