‘କଶ୍ମୀର ଆମର ଥିଲା, ଅଛି ଏବଂ ରହିବ, ଆଗାମୀ ଛୁଟିରେ ସେଠାକୁ ହିଁ ଯିବି’ ମୁମ୍ବାଇ: ଜମ୍ମୁ କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି ନିର୍ଦ୍ଦୋଶ ନାଗରିକ। ଏହାକୁ ନେଇ ସାରାଦେଶରେ ପ୍ରତିବାଦର ସ୍ବର ଗୁଞ୍ଜରିତ ହେଉଛି। ସାଧାରଣଲୋକଠାରୁ ଆରମ୍ଭ କରି ସେଲିବ୍ରିଟିମାନେ ଏହି ଘଟଣା ପରେ ଆତଙ୍କବାଦୀଙ୍କ ବିରୋଧରେ ଆକ୍ରୋଶ ଜାହିର କରୁଛନ୍ତି।...