ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ କରି ଭାରତ ପ୍ରଶାସନିକ ସ୍ତରରେ ସ୍ପେକ୍ଟ୍ରମ୍ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ...