ବଲିଉଡ ଷ୍ଟାର ଗୋବିନ୍ଦାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି ବଲିଉଡ ଷ୍ଟାର ଗୋବିନ୍ଦା ଏବଂ ତାଙ୍କ ସ୍ତ୍ରୀ ସୁନୀତା ଆହୁଜା ୩୭ ବର୍ଷର ବୈବାହିକ ଜୀବନ ପରେ ଛାଡପତ୍ର ନେବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି। ୩୦ ବର୍ଷୀୟ ମରାଠୀ ଅଭିନେତ୍ରୀଙ୍କୁ ଗୋବିନ୍ଦା ଡେଟ୍ କରୁଥିବା ଆଲୋଚନା ହେଉଛି। ଯଦିଓ...