କରିସ୍ମା କପୁରଙ୍କ ସନ୍ତାନଙ୍କ ବଡ଼ ବିଜୟ; ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ପଦକ୍ଷେପ, ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ ନୂଆଦିଲ୍ଲୀ,୩୦ା୪: ସଞ୍ଜୟ କପୁରଙ୍କ ସମ୍ପତ୍ତି ବିବାଦ ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ହାଇକୋର୍ଟ ସଞ୍ଜୟ କପୁରଙ୍କ ସମ୍ପତ୍ତିକୁ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ରାୟ କରିସ୍ମା କପୁରଙ୍କ ପିଲା ସମାଇରା ଏବଂ କିୟାନଙ୍କୁ…