ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର ୫୫ ବର୍ଷୀୟ ବୈଇଲୋଚନ ଦାସ। ସୂଚନା ଅନୁଯାୟୀ, ରବିବାର ଚାନ୍ଦବାଲି ହାଟପଟି ପରିବା…