ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍ସନ୍ରେ ଟିମ୍ ଇଣ୍ଡିଆ ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ…