T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ ଉପରେ ପ୍ରଶ୍ନ ଉଠାଇଛନ୍ତି, କିନ୍ତୁ କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇସିସିକୁ…