ଓ୍ବାଶିଂଟନ, ୧୭ା୭: ଆମେରିକୀୟ ମହାକାଶ ସଂସ୍ଥା (ନାସା) ପକ୍ଷରୁ ୧୫୪ ଆଲୋକବର୍ଷ ଦୂରରେ ଏକ ରହସ୍ୟମୟ ବିଶାଳ ଗ୍ରହ ‘ସୁପର ଆର୍ଥ’କୁ ଆବିଷ୍କାର କରାଯାଇଛି। ଏହି ଗ୍ରହଠାରୁ…