ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍, ତା’ ପରେ ଆଉ କେବେ ଜାଣନ୍ତୁ… ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। କାଲି ଚନ୍ଦ୍ର ପ୍ରାୟ ୩ ଲକ୍ଷ ୬୨ ହଜାର କିମି...