ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର
ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ ବାଲେଶ୍ୱର ମୁଖେ ଯାଉଥିବା ଦୁଇଟି ବସ୍ରୁ ମୋଟ ୯ଟି ଚୋରା ଗ୍ୟାସ ଭର୍ତ୍ତି…

