୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି। ଏହି ବିଚାରପତିମାନଙ୍କ ମଧ୍ୟରୁ ପାଞ୍ଚ...