OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ… ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ କାହିଁକି ସଂରକ୍ଷଣ ପାଇବାକୁ ହକଦାର ହେବେ। ପଛୁଆ ବର୍ଗ ମଧ୍ୟରେ ‘କ୍ରିମି ଲେୟାର’…