UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…
ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ଯାଚିକା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାର, RBI ଏବଂ NPCIକୁ ନୋଟିସ ଜାରି…
ମହିଳାଙ୍କ ସଲୱାର୍ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…
ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା ଏବଂ ତାଙ୍କ ଛାତି ଚାପିବା ଭଳି ଘଟଣା ‘ବଳାତ୍କାର ଉଦ୍ୟମ’ (attempted rape)…
ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…
ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ ୬ଷ୍ଠ ଶ୍ରେଣୀ ପାଇଁ ୨ଟି ଭାରତୀୟ ସ୍ଥାନୀୟ ଭାଷା ସମେତ ୩ଟି ଭାଷା…
ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା
ଭୁବନେଶ୍ୱର,୧୮ା୯(ସୁନିତ୍ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର ଥିଲା। କିଛି ଜରୁରୀ ବିଷୟ ଉପରେ ଶୁଣାଣି ରହିବାରୁ ଡିଜିପି ଚୟନ ବାବଦ…
NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ
ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ ବିଚାର କରି ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶାବଳୀ ପାଳନ କରି, କେନ୍ଦ୍ର ସଡ଼କ ପରିବହନ…
ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ
ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର ଅଞ୍ଚଳରେ ଥିବା ପ୍ରାୟ ୪.୭୭ ଏକର ଜମି ସମ୍ବନ୍ଧୀୟ ମାମଲାର ଶୁଣାଣି ସମୟରେ…
ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ଏକ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟ…
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ
ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି କୌଣସି ରାଜ୍ୟରେ ଏହି ମାମଲାକୁ ନେଇ ଅନ୍ୟ…
ୟୁଟର୍ନ ନେଲା CJP: ସୁପ୍ରିମକୋର୍ଟରେ କହିଲା ଏହି କଥା, ସମସ୍ତେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୧।୯: କକରୋଚ ଜନତା ପାର୍ଟି (CJP) ସେପ୍ଟେମ୍ବର ୫ରେ ଦିଲ୍ଲୀରେ ହେବାକୁ ଥିବା ମାର୍ଚ୍ଚକୁ ପ୍ରତ୍ୟାହାର କରିନେଇଛି। ମଙ୍ଗଳବାର (୧ ସେପ୍ଟେମ୍ବର) ସୁପ୍ରିମକୋର୍ଟରେ ଶୁଣାଣି ସମୟରେ CJPର ପ୍ରବକ୍ତା ସୌରଭ ଦାସ ଏହି ସୂଚନା ଦେଇଛନ୍ତି। ଛାତ୍ର ପ୍ରଦର୍ଶନକାରୀଙ୍କ ବିରୋଧରେ ରୁଜୁ…
୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ
ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ ମାର୍ଚ୍ଚକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ତେବେ କୋର୍ଟ CJPର ମାର୍ଚ୍ଚ…
ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା
ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ଏବଂ ଆତ୍ମସମର୍ପଣ ପ୍ରମାଣପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
‘ଏନ୍ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି
ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଜୁଲାଇ ୨୫ରେ…

