supreme court

ବାଂଲାଦେଶରୁ ଗର୍ଭବତୀ ମହିଳା ତାଙ୍କ ପିଲା ସହ ଭାରତ ଯାତ୍ରା କରିପାରିବେ, ମାନବିକତା ଦୃଷ୍ଟିରୁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧୨: ସୁପ୍ରିମକୋର୍ଟ ମାନବିକତା ଦୃଷ୍ଟିରୁ ବାଂଲାଦେଶର ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ଝିଅକୁ ଭାରତରେ ପ୍ରବେଶ କରିବାକୁ ଅନୁମତି ଦେଇଛନ୍ତି। ସୂଚନା ଅନୁଯାୟୀ,…

3 days ago

‘ଗରିବଙ୍କୁ ନ୍ୟାୟ ଦେବା ପାଇଁ ରାତି ଅଧ ଯାଏ କୋର୍ଟରେ ବସିପାରିବି’

ନୂଆଦିଲ୍ଲୀ,୨୯ା୧୧: ମୋକଦ୍ଦମାର ଗରିବ ପକ୍ଷଙ୍କୁ ନ୍ୟାୟ ଦେବା ତାଙ୍କର ପ୍ରାଥମିକତା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତ କହିଛନ୍ତି। ଗରିବଙ୍କୁ ନ୍ୟାୟ ଦେବା ନିମନ୍ତେ ସେ…

6 days ago

ଅନ୍‌ଲାଇନ୍ ଟିକେଟ୍ ପାଇଁ କାହିଁକି ଦୁର୍ଘଟଣା ବୀମା, ଅଫ୍‌ଲାଇନ୍‌ ପାଇଁ ନୁହେଁ? – ରେଳବାଇକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୮ା୧୧: ଭାରତୀୟ ରେଳବାଇ କେବଳ ଅନ୍‌ଲାଇନ୍ ଟିକେଟ୍ କିଣୁଥିବା ଯାତ୍ରୀମାନଙ୍କୁ ଦୁର୍ଘଟଣା ବୀମା ସୁବିଧା କାହିଁକି ଯୋଗାଉଛି, କିନ୍ତୁ ଅଫ୍‌ଲାଇନ୍‌ରେ ଟିକେଟ୍ ବୁକ୍ କରୁଥିବା ଯାତ୍ରୀମାନଙ୍କୁ କାହିଁକି…

1 week ago

ଆଧାର ପାଇଥିବା ବିଦେଶୀଙ୍କୁ ଭୋଟ ଅନୁମତି ମିଳିବ କି, ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୨୮ା୧୧: ଆଧାରକୁ ନାଗରିକତ୍ୱର ନିର୍ବିବାଦ ପ୍ରମାଣ ଭାବେ ଗ୍ରହଣ କରାଯାଇପାରିବ ନାହିଁ। ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପାଇଁ ନିର୍ବାଚନ କମିଶନଙ୍କ…

1 week ago

ଦିବ୍ୟାଙ୍ଗଙ୍କୁ ପରିହାସ ମାମଲା: ସମୟ ରାଇନାଙ୍କ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭ା୧୧: ହାସ୍ୟ ଅଭିନେତା ସମୟ ରାଇନା ଏବଂ ଅନ୍ୟ ଚାରିଜଣ ହାସ୍ୟ ଅଭିନେତାଙ୍କ ଦ୍ୱାରା ଦିବ୍ୟାଙ୍ଗ (Specially-abled) ଲୋକଙ୍କୁ ପରିହାସ କରିବା ମାମଲାରେ ସୁପ୍ରିମକୋର୍ଟ ଗୁରୁବାର ଏକ…

1 week ago

ସମ୍ମତିକ୍ରମେ ବ୍ରେକ୍ ଅପ କଲେ ଏହାକୁ ବଳାତ୍କାର କୁହାଯାଇ ପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୧: ବଳାତ୍କାର ଆଇନର ଅପବ୍ୟବହାରକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଦୁଇ ଜଣ ସାବାଳକଙ୍କ ମଧ୍ୟରେ ସମ୍ମତିକ୍ରମେ ହୋଇଥିବା…

1 week ago

ଅଷ୍ଟମ ବେତନ କମିଶନ ପରେ କେତେ ବଢ଼ିବ CJIଙ୍କ ଦରମା, ଜାଣନ୍ତୁ କ’ଣ ରହିଛି ଆଉ ସବୁ ସୁବିଧା…

ନୂଆଦିଲ୍ଲୀ,୨୪ା୧୧: ଦେଶର ନ୍ୟାୟିକ ବ୍ୟବସ୍ଥାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଜଷ୍ଟିସ ସୂର୍ଯ୍ୟକାନ୍ତ ଭାରତର ୫୩ ତମ ମୁଖ୍ୟ ବିଚାରପତି (CJI) ଭାବରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି…

2 weeks ago

କେନ୍ଦ୍ର ସରକାରଙ୍କ ବଡ ଜିତ୍: ରାଜ୍ୟପାଳ, ରାଷ୍ଟ୍ରପତିଙ୍କ ବିଲ୍ ମଞ୍ଜୁରୀ ପ୍ରସଙ୍ଗରେ ସୀମାରେଖା ଟାଣିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ବିଲ୍ ମଞ୍ଜୁରୀ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସ୍ପଷ୍ଟୀକରଣ ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଯେ, ବିଲ୍‌ଗୁଡ଼ିକୁ ଅନୁମୋଦନ କରିବା ପାଇଁ ରାଜ୍ୟପାଳ କିମ୍ବା…

2 weeks ago

‘ଦୋଷର ସ୍ପଷ୍ଟିକରଣ ନ ଦେଲେ, ରଦ୍ଦ ହେବ ପ୍ରାର୍ଥୀପତ୍ର’, ବିହାର ନିର୍ବାଚନ ମଧ୍ୟରେ ସୁପିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ନୂଆଦିଲ୍ଲୀ,୭।୧୧: ସୁପ୍ରିମକୋର୍ଟ ନାମାଙ୍କନ ପତ୍ରରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଷୟକୁ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଐତିହାସିକ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ଶୁକ୍ରବାର ରାୟ ଦେଇଛନ୍ତି ଯେ…

4 weeks ago

ଲକ୍ଷାଧିକ ଟଙ୍କା ଭରଣ ପୋଷଣ ପାଇ ବି ସନ୍ତୁଷ୍ଟ ନ ଥିଲେ ମହମ୍ମଦ ଶାମିଙ୍କ ଏକ୍ସ ଓ୍ବାଇଫ, ପହଞ୍ଚିଲେ ସୁପ୍ରିମକୋର୍ଟ, ବିଚାରପତି କହିଲେ…

ନୂଆଦିଲ୍ଲୀ,୭।୧୧: କ୍ରିକେଟର ମହମ୍ମଦ ଶାମିଙ୍କ ପୂର୍ବତନ ପତ୍ନୀ ହାସିନ ଜାହାନ ତାଙ୍କ ଭରଣପୋଷଣ ବୃଦ୍ଧି ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର (ନଭେମ୍ବର ୭, ୨୦୨୫) କୋର୍ଟ…

4 weeks ago

ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ ପାଇଲଟଙ୍କ ପିତାଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ, ଶୁଣିଲେ…

ନୂଆଦିଲ୍ଲୀ,୭।୧୧: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସୁପ୍ରିମକୋର୍ଟ ଏକ ନୋଟିସ ଜାରି କରିଛନ୍ତି। କୋର୍ଟ ପୁଷ୍କରରାଜ ସବରୱାଲଙ୍କ ଆବେଦନ ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି, ଯାହାଙ୍କ…

4 weeks ago

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଏସବୁ ସ୍ଥାନରୁ ବୁଲା କୁକୁର ହଟାଅ

ନୂଆଦିଲ୍ଲୀ,୭ା୧୧: ଦେଶରେ ବୁଲା କୁକୁରଙ୍କ ଉପଦ୍ରବ ବଢ଼ୁଥିବା ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ, ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ କ୍ରୀଡ଼ା…

4 weeks ago