ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ଉପରେ ସରକାର ଅଧିକାର ଜାହିର କରିପାରିବେ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୫ା୧୧: ଏକ ଘରୋଇ ସମ୍ପତ୍ତି ବିବାଦରେ ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏହି ମାମଲାରେ ରାୟ ପ୍ରଦାନ କରୁଥିବାବେଳେ ପ୍ରଧାନ ବିଚାରପତି ଡିୱାୟୀ ଚାନ୍ଦ୍ରଚୂଡ଼ କହିଛନ୍ତି ଯେ ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ସମ୍ପ୍ରଦାୟର ସାମଗ୍ରୀକ ସମ୍ବଳ ନୁହେଁ। କିଛି ବ୍ୟକ୍ତିଗତ…
ଆଧାର କାର୍ଡ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି; ”ବୟସ ନିର୍ଣ୍ଣୟ କରିବା ଏକ ବୈଧ ଡକ୍ୟୁମେଣ୍ଟ ନୁହେଁ”
ନୂଆଦିଲ୍ଲୀ,୨୫ା୧୦: ଗୁରୁବାର ସୁପ୍ରିମକୋର୍ଟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶକୁ ଖଣ୍ଡନ କରିଛନ୍ତି ଯେଉଁଥିରେ କ୍ଷତିପୂରଣ ପ୍ରଦାନ ପାଇଁ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବୟସ ନିର୍ଣ୍ଣୟ କରିବା ପାଇଁ ଆଧାର କାର୍ଡ ଗ୍ରହଣ କରାଯାଇଛି। ଜଷ୍ଟିସ ସଞ୍ଜୟ କରୋଲ…
ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜାରି କଲେ ଗାଇଡ୍ଲାଇନ୍
ନୂଆଦିଲ୍ଲୀ,୧୮।୧୦: ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି ବ୍ୟକ୍ତିଗତ ନିୟମ ଅନୁଯାୟୀ ପରମ୍ପରା ଦ୍ୱାରା ବାଲ୍ୟ ବିବାହ ପ୍ରତିବନ୍ଧକ ଆଇନ ବାଧାପ୍ରାପ୍ତ ହୋଇପାରିବ…
ସଦ୍ଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…
ନୂଆଦିଲ୍ଲୀ,୧୮।୧୦: ସଦ୍ଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେଶନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର ପ୍ରଭାବ କେବଳ ଏହି ମାମଲାରେ ସୀମିତ ରହିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ଏଭଳି…
ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ: ବାଂଲାଦେଶୀ ପ୍ରବାସୀମାନଙ୍କୁ ଚିହ୍ନଟ କରି ବିତାଡିତ କରାଯିବ
ନୂଆଦିଲ୍ଲୀ, ୧୭ା୧୦: ନାଗରିକତ୍ଵ ଆଇନର ଧାରା ୬ କ ବୈଧତା ଉପରେ ଶୁଣାଇ କରି ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଧାରା ୬ କ ବୈଧତାକୁ ବଜାୟ ରଖିଛନ୍ତି। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ସାମ୍ବିଧାନିକ ବ୍ୟବସ୍ଥା…
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ
ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ, ଖଣ୍ଡା…
୪୦% ଅଧିକ ଭିନ୍ନକ୍ଷମ ଥିବା ଛାତ୍ରୀଛାତ୍ର ହୋଇପାରିବେ ଡାକ୍ତର, ମିଳିବ MBBSରେ ଆଡମିଶନ୍
ନୂଆଦିଲ୍ଲୀ,୧୫।୧୦: ଏମ୍ବିବିଏସ୍ରେ ଦାଖଲ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ଯଦି କୌଣସି ଛାତ୍ର/ଛାତ୍ରୀ ୪୦%ରୁ ଅଧିକ ଦିବ୍ୟାଙ୍ଗତା ଯୋଗୁ ଭାଷା କହିବା ଏବଂ ବୁଝିବାରେ ଅସମର୍ଥ ଥାନ୍ତି, ତଥାପି ସେ ଡାକ୍ତର ହୋଇପାରିବେ ବୋଲି ମଙ୍ଗଳବାର କୋର୍ଟ ନିଷ୍ପତ୍ତିରେ…
ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ ପୋଲିସ…
ବୈବାହିକ ବଳାତ୍କାରର ଅପରାଧୀକରଣକୁ ବିରୋଧ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୩।୧୦: ସୁପ୍ରିମକୋର୍ଟରେ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାକୁ ବିରୋଧ କରିଛନ୍ତି କେନ୍ଦ୍ର ସରକାର। ଅନ୍ୟାନ୍ୟ “ଉପଯୁକ୍ତ ପରିକଳ୍ପିତ ଦଣ୍ଡବିଧାନ ବ୍ୟବସ୍ଥା” ଥିବାରୁ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। କେନ୍ଦ୍ର କହିଛି ଯେ…
ବୁଲ୍ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜନସାଧାରଣଙ୍କ କ୍ଷତି ପହଞ୍ଚାଉଥିବା ଧାର୍ମିକ କୋଠାକୁ…
ନୂଆଦିଲ୍ଲୀ,୧ା୧୦: ମଙ୍ଗଳବାର ସୁପ୍ରିମକୋର୍ଟରେ ବୁଲଡୋଜର ଆକ୍ସନ ମାମଲାର ଶୁଣାଣି ହୋଇଛି। ଏହି ସମୟ ମଧ୍ୟରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜନସାଧାରଣଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସଡ଼କ, ଜଳରାଶି କିମ୍ବା ରେଲଓ୍ବେ ଟ୍ରାକ୍ରେ କୌଣସି ଧାର୍ମିକ କୋଠା…
ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା ଏକ…
କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…
ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି। ଅର୍ଥାତ୍ ଇଚ୍ଛା ଥିଲେ ଜଣେ ସଫଳତାର ଶୀର୍ଷରେ ପହଞ୍ଚି ପାରନ୍ତି। ଏହି କଥାକୁ ସତ୍ୟରେ…
Archives


