ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର ଇଣ୍ଡିଆର ବିନିଯୋଗ ଏବଂ ଟାଟା ଗ୍ରୁପ ଦ୍ୱାରା ନିଆଯିବା ପରେ ଏୟାର ଇଣ୍ଡିଆ...
ଅମିତ ଶାହା କହିଲେ-”କେଜ୍ରିଓ୍ବାଲଙ୍କୁ ଦିଆଯାଇଛି ସ୍ବତନ୍ତ୍ର ଟ୍ରିଟ୍ମେଣ୍ଟ୍”, ପ୍ରତିକ୍ରିୟା ଦେଲେ ସୁପ୍ରିମକୋର୍ଟ
ନୁଆଦିଲ୍ଲୀ,୧ା୫: ଏଏପି ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ବେଲ୍ ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ର୍ମନ୍ତ୍ରୀ ଅମିତ ଶାହା ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇଛନ୍ତି ସୁପ୍ରିମକୋର୍ଟ। କେଜ୍ରିଓ୍ବାଲଙ୍କୁ ବେଲ୍ ମିଳିବାକୁ ଶାହା ସ୍ବତନ୍ତ୍ର ଟ୍ରିଟ୍ମେଣ୍ଟ କହିଥିଲାବେଳେ, କେର୍ଟ ତାଙ୍କ ରାୟର କୌଣସି ପ୍ରକାର...
ଅବସର ନେବେ ଚନ୍ଦ୍ରଚୂଡ଼, ଜାଣନ୍ତୁ କିଏ ହେବେ ପରବର୍ତ୍ତୀ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ,୧୩ା୫: ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଆସନ୍ତା ନଭେମ୍ବର ୧୦ରେ ତାଙ୍କ ପଦରୁ ଅବସର ନେବେ। ସେ ୯ ନଭେମ୍ବର ୨୦୨୨ରେ ଭାରତର ୫୦ତମ ପ୍ରଧାନ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ୨ ବର୍ଷ ପର୍ଯ୍ୟନ୍ତ...
‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’
ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ...
‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ବିଚାର କରିପାରନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମଙ୍ଗଳବାର...
ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ
କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି । ୨୦୨୩ ବର୍ଷର ରିଟ୍ ପିଟିସନ (ସିଭିଲ) ସଂଖ୍ୟା ୪୩୪ରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ...
ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା ଦାଖଲ ଏବଂ ମାମଲା ତାଲିକାଭୁକ୍ତ ହେବା ସମ୍ପର୍କରେ ସୂଚନା ପ୍ରଦାନ କରିବା ଆରମ୍ଭ...
ତାଜମହଲକୁ ନେଇ କାହିଁକି ଏଏସ୍ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍ ଇଣ୍ଡିଆ (ଏସ୍ଆଇ)ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ୍ ଓକା ଏବଂ ଉଜ୍ଜଲ ଭୂୟାଁଙ୍କ...
୩୦ ସପ୍ତାହ ଭୃଣକୁ ଗର୍ଭପାତ ଅନୁମତି ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨୨।୪: ବମ୍ବେ ହାଇକୋର୍ଟଙ୍କ ରାୟକୁ ଖାରଜ କରି ବଳାତ୍କାର ଶିକାର ହୋଇଥିବା ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ୩୦ ସପ୍ତାହ ଭୃଣ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ଙ୍କ ନେତୃତ୍ୱରେ ଏକ ବେଞ୍ଚ...
ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ବସ୍ତି, ୨୯ ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରିଲିଫ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଇଡିଙ୍କୁ ନୋଟିସ ଜାରି କରିଛନ୍ତି ଏବଂ ଏପ୍ରିଲ ୨୪ ସୁଦ୍ଧା ଏହାର...
ପୁଣି ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧।୩: ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଡିଏମକେ ମନ୍ତ୍ରୀ ଦୋଷମୁକ୍ତ ହେବା ପରେ ମଧ୍ୟ ପୁଣିଥରେ ତାଙ୍କୁ ମନ୍ତ୍ରୀ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟ ଗୁରୁବାର ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଛନ୍ତି। ସୁପ୍ରିମକୋର୍ଟ...
ସୁପ୍ରିମକୋର୍ଟ ଛାଟ ପରେ ନିର୍ବାଚନ ଆୟୋଗକୁ ସମସ୍ତ ନିର୍ବାଚନୀ ବଣ୍ଡ ତଥ୍ୟ ଦେଲା ଏସବିଆଇ
ନୂଆଦିଲ୍ଲୀ,୨୧।୩: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ) ଗୁରୁବାର ଏକ ଆଫିଡେଭିଟ୍ ଦାଖଲ କରି ଏହା ମାନ୍ୟଵର ଉଚ୍ଚତମ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ ପାଳନ କରିଥିବା କହିଛି। ନିର୍ବାଚନୀ ବଣ୍ଡ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ବାଚନୀ ଆୟୋଗଙ୍କ ନିକଟରେ ଦାଖଲ କରିଥିବା ସୂଚନା ଦେଇଛି।...
Archives


