‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP
ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ ଅଧିକାରୀମାନଙ୍କୁ ଅନୁମତି ଦେଇଛି। CJP କହିଛନ୍ତି ଯେ ଏହି ଆଦେଶ ସରକାରଙ୍କ ସହିତ…
ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍ ନୁହେଁ
ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ…
ପେପର ଲିକ୍: କେନ୍ଦ୍ର, NTAକୁ ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୪।୩: NEET UG ପେପର ଲିକ୍ ମାମଲାରେ ସୁପ୍ରିମକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଓ NTAକୁ ସତ୍ୟପାଠ ଦାଖଲ ପାଇଁ କୋର୍ଟ କହିଛନ୍ତି। ପେପର ଲିକ୍ ପରେ କ’ଣ ସଂସ୍କାର ଲାଗୁ ହୋଇଛି ଏହାର ତଥ୍ୟ ଦେବାକୁ କେନ୍ଦ୍ର ଓ…
ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍ ପରେ ଦେଖିବା…
ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA (ସୁପ୍ରିମ୍ କୋର୍ଟ ବାର୍ ଆସୋସିଏସନ୍) ସଭାପତି ବିକାଶ ସିଂହ CJI ସୂର୍ଯ୍ୟକାନ୍ତଙ୍କ ବେଞ୍ଚ୍…
ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍ ହୁଅ ନାହିଁ…
ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା ହେଉଛି ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ଆଭିମୁଖ୍ୟ ସମସ୍ତଙ୍କୁ ଚକିତ କରିଦେଇଛି । ସିଜେପିର…
ଉଦ୍ଧବ ଠାକ୍ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍କା, ୬ ଏମ୍ପିଙ୍କ ମିଶ୍ରଣକୁ…
ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ଏନେଇ ବାଚସ୍ପତିଙ୍କ କାର୍ଯ୍ୟାଳୟ ଏବଂ ମିଶ୍ରଣରେ ଅଂଶଗ୍ରହଣ କରିଥିବା ୬ ଜଣ…
ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ
ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଭାରତୀୟ ଦଣ୍ଡ ସଂହିତା (IPC)ର ଧାରା ୨୯୪ ଅନୁଯାୟୀ ଦୋଷୀ…
‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍. କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ ରେଳବାଇର ଦସ୍ତାବିଜରେ ବ୍ୟବହୃତ ହେଉଥିବା ‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’…
ରାମ ମନ୍ଦିର ଦାନ ଟଙ୍କା ଚୋରି ମାମଲା: ୟୁପି ଏସ୍ଆଇଟିକୁ ଷ୍ଟାଟସ୍ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪ା୭ (ପି.ଟି.): ଅଯୋଧ୍ୟା ରାମମନ୍ଦିରକୁ ମିଳିଥିବା ଦାନ ଟଙ୍କା ଆତ୍ମସାତ୍ ଅଭିଯୋଗର ତଦନ୍ତ ପାଇଁ ଉତ୍ତରପ୍ରଦେଶ ସରକାର ଗଠନ କରିଥିବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି)କୁ ମାମଲା ଉପରେ ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ…
ଏଲୋପ୍ମେଣ୍ଟ ମାମଲାରେ ପୋକ୍ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…
ସୁପ୍ରିମକୋର୍ଟରୁ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା
ନୂଆଦିଲ୍ଲୀ,୬।୭: ତାମିଲନାଡୁର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ନିର୍ବାଚନ ପ୍ରଚାର ସମୟରେ ଘଟିଥିବା କରୁର ଦଳାଚକଟା ସମ୍ପର୍କରେ ପ୍ରସଙ୍ଗ ପୁଣି ଥରେ ଉଭା ହୋଇଛି। ମୁଖ୍ୟମନ୍ତ୍ରୀ ବିଜୟଙ୍କ ମନ୍ତ୍ରୀମାନେ ସାକ୍ଷୀମାନଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି…
ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି
ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିବାବେଳେ ମଙ୍ଗଳବାର ଏହାର ଶୁଣାଣି ହେବ। ଆଧାର କାର୍ଡକୁ…

