Tag Archives: supreme court

ସୁପ୍ରିମକୋର୍ଟଙ୍କ ବଡ ରାୟ: ଗୋଟିଏ ସିଫ୍ଟରେ ହେବ NEET-PG 2025 ପରୀକ୍ଷା

ନୂଆଦିଲ୍ଲୀ,୩୦।୫: ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ସ୍ନାତକ ଚିକିତ୍ସା ପାଠ୍ୟକ୍ରମରେ ନାମଲେଖା ପାଇଁ ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷା ନ୍ୟାସନାଲ ଏଲିଜିବିଲିଟି କମ ଏନଟ୍ରାନ୍ସ ଟେଷ୍ଟ (NEET) ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ଆୟୋଜିତ ହେବା ଉଚିତ। NEET-PG 2025…

ଓକିଲମାନେ କାମ କରିବାକୁ ଚାହୁଁନାହାନ୍ତି, ସିଜେଆଇଙ୍କ ଏଭଳି ଟିପ୍ପଣିରେ କ୍ଷୁବ୍ଧ ଓକିଲ ପହଞ୍ଚିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗଭାଇ କିଛି ଦିନ ପୂର୍ବେ ଏକ ମାମଲାର ଶୁଣାଣି ସମୟରେ କହିଥିଲେ ଯେ ବହୁ ସଂଖ୍ୟକ ବିଚାରାଧୀନ ମାମଲା ପାଇଁ ବିଚାରପତିମାନଙ୍କୁ ବଦନାମ କରାଯାଏ, ଯେତେବେଳେ ବାସ୍ତବରେ ଓକିଲମାନେ କାମ କରିବାକୁ ଚାହାଁନ୍ତି ନାହିଁ।…

ମାତୃତ୍ୱ ଛୁଟି ମହିଳାମାନଙ୍କ ପ୍ରଜନନ ଅଧିକାରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୩।୫: ଶୁକ୍ରବାର ସୁପ୍ରିମକୋର୍ଟ କହିଛନ୍ତି ଯେ ମାତୃତ୍ୱ ଛୁଟି ମହିଳାମାନଙ୍କ ପ୍ରଜନନ ଅଧିକାରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ତାମିଲନାଡୁର ଜଣେ ମହିଳା ସରକାରୀ ଶିକ୍ଷକଙ୍କ ଦ୍ୱାରା ଦାୟର କରାଯାଇଥିବା ଏକ ଆବେଦନରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ପ୍ରଦାନ କରିଛନ୍ତି।…

ସୀମା ଟପିଛି ED: ତାମିଲନାଡୁ ମଦ ଦୁର୍ନୀତି ତଦନ୍ତକୁ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସୁପ୍ରିମକୋର୍ଟ ତାମିଲନାଡୁର ରାଜ୍ୟ ପରିଚାଳିତ ମଦ ସଂସ୍ଥା ତାମିଲନାଡୁ ଷ୍ଟେଟ ମାର୍କେଟିଂ କର୍ପୋରେସନ (ଟାସମାକ) ସହ ଜଡ଼ିତ ଅଭିଯୁକ୍ତ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି)ର ତଦନ୍ତ ଓ ଚଢ଼ାଉ ଉପରେ ଅସ୍ଥାୟୀ ରୋକ ଲଗାଇଛନ୍ତି। ପ୍ରଧାନ…

“ଭିନ୍ନ ବିଚାରଧାରା ପାଇଁ ବ୍ୟକ୍ତିଙ୍କୁ ଜେଲରେ ରଖି ହେବ ନାହିଁ”: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୫: ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)ର ପୂର୍ବତନ ମହାସଚିବ ଅବଦୁଲ ସାଥାରଙ୍କୁ ଆଜି ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ବିରୋଦ୍ଧରେ ୨୦୨୨ ରେ କେରଳର ପାଲାକ୍କାଡ଼ରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଗ (ଆରଏସଏସ)ର ଜଣେ କର୍ମୀ ଶ୍ରୀନିବାସନଙ୍କ ହତ୍ୟା ସହ…

ପ୍ରଫେସର ଅଲ୍ଲୀ ଖାନ୍‌ଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ, ‘ଅପରେଶନ ସିନ୍ଦୂର’ ଉପରେ ପୋଷ୍ଟ କରି…

ନୂଆଦିଲ୍ଲୀ,୨୧ା୫: ବୁଧବାର ସୁପ୍ରିମକୋର୍ଟ ଅଶୋକା ବିଶ୍ୱବିଦ୍ୟାଳୟର ପ୍ରଫେସର ଅଲ୍ଲୀ ଖାନ ମହମ୍ମୁଦାବାଦ୍‌ଙ୍କୁ  ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ‘ଅପରେଶନ ସିନ୍ଦୂର’ ସମ୍ପର୍କରେ ସୋସିଆଲ ମିଡିଆ ପୋଷ୍ଟ ପାଇଁ ହରିୟାଣା ପୋଲିସ ଏଫ୍‌ଆଇଆରରେ ତାଙ୍କୁ ମେ’ ୧୮ରେ ଗିରଫ କରାଯାଇଥିଲା ଏବଂ ସେବେଠାରୁ…

ବିଦେଶୀଙ୍କ ପାଇଁ ଭାରତ ଧର୍ମଶାଳା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୫: ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ୭ ବର୍ଷ ଜେଲଦଣ୍ଡ ଭୋଗିବା ପରେ ଭାରତରେ ରହିବାକୁ ଚାହୁଁଥିବା ଜଣେ ଶ୍ରୀଲଙ୍କା ନାଗରିକଙ୍କ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ୧୪୦ କୋଟି ଲୋକସଂଖ୍ୟାକୁ ନେଇ ଯୁଝୁଥିବା ଦେଶ ବିଦେଶୀ ନାଗରିକଙ୍କ ପାଇଁ…

ଭାରତ ଏକ ଧର୍ମଶାଳା ନୁହେଁ: ଶ୍ରୀଲଙ୍କା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟ ସୋମବାର ଜଣେ ଶ୍ରୀଲଙ୍କା ନାଗରିକଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି, ଯିଏ ଜେଲ ଦଣ୍ଡ ଭୋଗ କରିବା ପରେ ପ୍ରତ୍ୟାର୍ପଣକୁ ଚ୍ୟାଲେଞ୍ଜ କରିଥିଲେ। କୋର୍ଟ କହିଛନ୍ତି ଯେ ଭାରତ ଏକ ଧର୍ମଶାଳା…

ଶାହାଙ୍କ କ୍ଷମା ପ୍ରାର୍ଥନା ଖାରଜ: ସୁପ୍ରିମକୋର୍ଟ କହିଲେ, ଏସବୁ କୁମ୍ଭୀର କାନ୍ଦଣା

ନୂଆଦିଲ୍ଲୀ,୧୯।୫: କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶାହାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ SIT ଗଠନ କରିବାକୁ ନିର୍ଦ୍ଦେଶ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, କର୍ମଚାରୀଙ୍କୁ ଦେବେ ୨୫ ପ୍ରତିଶତ ମହଙ୍ଗା ଭତ୍ତା, ଜାଣନ୍ତୁ କାହିଁକି…

କୋଲକାତା,୧୬ା୫: ପଶ୍ଚିମବଙ୍ଗ ସରକାର କର୍ମଚାରୀଙ୍କୁ ୨୫ ପ୍ରତିଶତ DA ଅର୍ଥାତ୍‌ ମହଙ୍ଗା ଭତ୍ତା ଦେବାକୁ ସୁପ୍ରିମକୋର୍ଟ ମମତା ବାନାର୍ଜୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟର ବିଚାରପତି ସଞ୍ଜୟ କାରୋଲଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ପଶ୍ଚିମବଙ୍ଗ ସରକାରଙ୍କୁ…

୫୦୦ କୋଟି ଟଙ୍କାର ବାଙ୍କେ ବିହାରୀ କରିଡର ଯୋଜନାକୁ ସୁପ୍ରିମକୋର୍ଟ ମଞ୍ଜୁରୀ ଦେଲେ

ନୂଆଦିଲ୍ଲୀ,୧୫ା୫: ସୁପ୍ରିମକୋର୍ଟ ଗୁରୁବାର ଉତ୍ତର ପ୍ରଦେଶ ସରକାରଙ୍କ ୫୦୦ କୋଟି ଟଙ୍କାର ଶ୍ରୀ ବାଙ୍କେ ବିହାରୀ ମନ୍ଦିର କରିଡର ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ଅଧୀନରେ ବୃନ୍ଦାବନର ବାଙ୍କେ ବିହାରୀ ମନ୍ଦିର ନିକଟରେ ୫ ଏକର ଜମି କ୍ରୟ ପାଇଁ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଜାଣନ୍ତୁ କ’ଣ କ’ଣ କହିଲେ..

ନୂଆଦିଲ୍ଲୀ,୧୫।୫: ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ବିଧାନସଭାଗୁଡ଼ିକ ଦ୍ୱାରା ଗୃହୀତ ବିଲ ଉପରେ ନିଷ୍ପତ୍ତି ନେବା ପାଇଁ ରାଷ୍ଟ୍ରପତି ଏବଂ ରାଜ୍ୟପାଳମାନଙ୍କ ପାଇଁ ଏକ ସମୟ ସୀମା ଧାର୍ଯ୍ୟ କରିବାର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri