Tag Archives: supreme court

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ନେଇଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି।...

ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍‌ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ବହୁ ଗୁରୁତ୍ୱପୂର୍ଣ୍ଣ ସୁପ୍ରିମକୋର୍ଟ ରାୟ ସହ ଜଡ଼ିତ ଥିବା ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ସୋମବାର ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ସୋମବାର ପୂର୍ବାହ୍ନ ୧୦ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

୧୬ ହଜାର ମଦ୍ରାସା ଚାଲୁ ରହିବ, ବଡ଼ ରାୟ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୧୧: ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି ଯେଉଁଥିରେ ଏହା (ହାଇକୋର୍ଟ) ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମକୁ ଖାରଜ କରିଥିଲେ ଏବଂ ଅନ୍ୟ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇବାକୁ ରାଜ୍ୟ ସରକାରଙ୍କୁ କହିଥିଲେ। ପ୍ରଧାନ ବିଚାରପତି ଡିୱାୟୀ...

ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ଉପରେ ସରକାର ଅଧିକାର ଜାହିର କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୧୧: ଏକ ଘରୋଇ ସମ୍ପତ୍ତି ବିବାଦରେ ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏହି ମାମଲାରେ ରାୟ ପ୍ରଦାନ କରୁଥିବାବେଳେ ପ୍ରଧାନ ବିଚାରପତି ଡିୱାୟୀ ଚାନ୍ଦ୍ରଚୂଡ଼ କହିଛନ୍ତି ଯେ ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ସମ୍ପ୍ରଦାୟର ସାମଗ୍ରୀକ ସମ୍ବଳ ନୁହେଁ। କିଛି...

ଆଧାର କାର୍ଡ ସମ୍ବନ୍ଧରେ ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି; ”ବୟସ ନିର୍ଣ୍ଣୟ କରିବା ଏକ ବୈଧ ଡକ୍ୟୁମେଣ୍ଟ ନୁହେଁ”

ନୂଆଦିଲ୍ଲୀ,୨୫ା୧୦: ଗୁରୁବାର ସୁପ୍ରିମକୋର୍ଟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶକୁ ଖଣ୍ଡନ କରିଛନ୍ତି ଯେଉଁଥିରେ କ୍ଷତିପୂରଣ ପ୍ରଦାନ ପାଇଁ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବୟସ ନିର୍ଣ୍ଣୟ କରିବା ପାଇଁ ଆଧାର କାର୍ଡ ଗ୍ରହଣ କରାଯାଇଛି। ଜଷ୍ଟିସ ସଞ୍ଜୟ...

ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜାରି କଲେ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୧୮।୧୦: ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି। ବାଲ୍ୟ ବିବାହ ଉପରେ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏବଂ କହିଛନ୍ତି ଯେ କୌଣସି ବ୍ୟକ୍ତିଗତ ନିୟମ ଅନୁଯାୟୀ ପରମ୍ପରା ଦ୍ୱାରା ବାଲ୍ୟ ବିବାହ ପ୍ରତିବନ୍ଧକ ଆଇନ ବାଧାପ୍ରାପ୍ତ...

ସଦ୍‌ଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…

ନୂଆଦିଲ୍ଲୀ,୧୮।୧୦: ସଦ୍‌ଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେଶନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର ପ୍ରଭାବ କେବଳ ଏହି ମାମଲାରେ ସୀମିତ ରହିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।...

ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ: ବାଂଲାଦେଶୀ ପ୍ରବାସୀମାନଙ୍କୁ ଚିହ୍ନଟ କରି ବିତାଡିତ କରାଯିବ

ନୂଆଦିଲ୍ଲୀ, ୧୭ା୧୦: ନାଗରିକତ୍ଵ ଆଇନର ଧାରା ୬ କ ବୈଧତା ଉପରେ ଶୁଣାଇ କରି ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ ଧାରା ୬ କ ବୈଧତାକୁ ବଜାୟ ରଖିଛନ୍ତି। ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କହିଛନ୍ତି ଯେ, ସାମ୍ବିଧାନିକ...

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ,...

୪୦% ଅଧିକ ଭିନ୍ନକ୍ଷମ ଥିବା ଛାତ୍ରୀଛାତ୍ର ହୋଇପାରିବେ ଡାକ୍ତର, ମିଳିବ MBBSରେ ଆଡମିଶନ୍‌

ନୂଆଦିଲ୍ଲୀ,୧୫।୧୦: ଏମ୍‌ବିବିଏସ୍‌ରେ ଦାଖଲ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି। ଯଦି କୌଣସି ଛାତ୍ର/ଛାତ୍ରୀ ୪୦%ରୁ ଅଧିକ ଦିବ୍ୟାଙ୍ଗତା ଯୋଗୁ ଭାଷା କହିବା ଏବଂ ବୁଝିବାରେ ଅସମର୍ଥ ଥାନ୍ତି, ତଥାପି ସେ ଡାକ୍ତର ହୋଇପାରିବେ ବୋଲି ମଙ୍ଗଳବାର କୋର୍ଟ...

ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ...

ବୈବାହିକ ବଳାତ୍କାରର ଅପରାଧୀକରଣକୁ ବିରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୩।୧୦: ସୁପ୍ରିମକୋର୍ଟରେ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାକୁ ବିରୋଧ କରିଛନ୍ତି କେନ୍ଦ୍ର ସରକାର। ଅନ୍ୟାନ୍ୟ “ଉପଯୁକ୍ତ ପରିକଳ୍ପିତ ଦଣ୍ଡବିଧାନ ବ୍ୟବସ୍ଥା” ଥିବାରୁ ବୈବାହିକ ବଳାତ୍କାରକୁ ଅପରାଧୀକରଣ କରିବାର କୌଣସି ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି। କେନ୍ଦ୍ର କହିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri