ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାମନେଇ ଆମେରିକା-ଇସ୍ରାଏଲର ମିଳିତ ବିମାନ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଖବର…