ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି
ଭୁବନେଶ୍ୱର, ୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ କ’ଣ ଆସୁଛି ତାକୁ ନେଇ ସମସ୍ତଙ୍କ…
ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…
ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…
ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି
ଭୁବନେଶ୍ୱର,୧୮।୮(ସୁନିତ୍ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଏହି ବିଷୟରେ ୧୮ ତାରିଖରେ ଶୁଣାଣି କରିବା ପାଇଁ ପୁନର୍ବାର ତାରିଖ…
କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ ଭିତରେ ଶୃଙ୍ଖଳା ରଖିବା ଜରୁରୀ। ଆନ୍ଦୋଳନ ଓ ଶାନ୍ତି ମଧ୍ୟରେ ସନ୍ତୁଳନ ରଖିବାକୁ…
ବଦଳିଗଲା ନିୟମ! ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮।୬: ଭାରତରେ, ଯଦି ଜଣେ ମହିଳା କିମ୍ବା ପୁରୁଷ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସମାଜରେ ତାଙ୍କୁ ଖରାପ ନଜରରେ ଦେଖାଯାଏ । ତଥାପି, ସୁପ୍ରିମକୋର୍ଟ କହିଛନ୍ତି ଯେ ସହମତିରେ ବିବାହ ପୂର୍ବରୁ ଯୌନ ସମ୍ପର୍କକୁ ଜଣେ…
ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୭।୩(ପି.ଟି.): ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି । ଫଳରେ ଅନେକ ହଜାର ମହିଳା ଅସ୍ବାଭାବିକ ମୃତ୍ୟୁର ସମ୍ମୁଖୀନ ହେଉଛନ୍ତି। ଯୌତୁକ…
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩।୨: ଦିଲ୍ଲୀରୁ ହରିୟାଣା, ରାଜସ୍ଥାନ ଏବଂ ଗୁଜରାଟ ଯାଏ ପରିବ୍ୟାପ୍ତ ଆରାବଳୀ ପର୍ବତ ଶ୍ରେଣୀରେ କୌଣସି କାର୍ଯ୍ୟ କରିବାକୁ କାହାରିକୁ ଅନୁମତି ଦିଆଯିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର ସ୍ପଷ୍ଟ କରିଛନ୍ତି। ହରିୟାଣା ସରକାର ଏହି ପର୍ବତ ଶ୍ରେଣୀରେ ଏକ ଜଙ୍ଗଲ…
କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…
କଟକ,୧୧।୨: କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ ବିଜେଡିର ପରାଜିତ ପ୍ରାର୍ଥୀ ସରୋଜ ମେହେରଙ୍କୁ ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟ ନୋଟିସ…

