Tag Archives: surama padhi

ଦାରିଙ୍ଗବାଡି ଶୀତ ମହୋତ୍ସର ଶେଷ ଦିନରେ ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ, ବାଚସ୍ପତି କହିଲେ…

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୪ ଦିନ ଧରି ଚାଲିଥିବା ଏକାଦଶ ତମ ଶୀତ ମହୋତ୍ସବ ଉଦଯାପିତ ହୋଇଯାଇଛି । ରବିବାର ସଂଧ୍ୟାରେ ଏହି କାର୍ଯ୍ୟକ୍ରମର ଉଦଯାପିତ ଦିବସରେ ମୁଖ୍ୟ ଅତିଥିଭାବେ…

ଓଡ଼ିଶାକୁ ଗୁରୁତ୍ୱ ଦେଉଛି ସଂସଦ: ବାଚସ୍ପତି

ଭୁବନେଶ୍ୱର,୨୯ା୮(ରବିନାରାୟଣ ଜେନା): ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ସଂସଦ ଗୁରୁତ୍ୱ ଦେଉଛି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି। ଗୁରୁବାର ବିଧାନସଭାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି, ଦେଶ ସ୍ବାଧୀନତା ପରେ ୧୯୭୬ରୁ ଏଯାବତ୍‌…

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ…

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ…

ବାଚସ୍ପତି ହେବେ ସୁରମା ପାଢ଼ୀ

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ତେବେ…

ସୁରମା ମନ୍ତ୍ରୀ ହେବେ ନା ବାଚସ୍ପତି? ଗଲା ଫୋନ୍‌ କଲ୍‌

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ ଏବେଠୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?