ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ପରଲୋକ ନୂଆଦିଲ୍ଲୀ,୬।୧: ପୂର୍ବତନ ଏମପି ଏବଂ ବରିଷ୍ଠ କଂଗ୍ରେସ ନେତା ସୁରେଶ କାଲମାଡିଙ୍କର ୮୨ ବର୍ଷ ବୟସରେ ପରଲୋକ ହୋଇଛି। ସେ ମହାରାଷ୍ଟ୍ରର ପୁଣେରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜାନୁଆରୀ ୬ମଙ୍ଗଳବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ତାଙ୍କ ମର ଶରୀରକୁ...