Tag Archives: suresh pujari

ଆଉ ୧୪୭ ପଡ଼ା ଗାଁ ହେବ ରାଜସ୍ବ ଗାଁ

ଭୁବନେଶ୍ୱର,୨୭ା୩: ବର୍ଷକ ଭିତରେ ୨୬୩ ପଡ଼ା ଗାଁ ରାଜସ୍ବ ଗାଁରେ ପରିବର୍ତ୍ତନ ହୋଇଛି। ତେବେ ଆଉ ୧୪୭ଟି ପଡ଼ା ଗାଁକୁ ରାଜସ୍ବ ଗାଁ କରିବା ନେଇ ଯୋଜନା ରହିଛି ବୋଲି ଗୁରୁବାର ବିଧାସଭାରେ ବିବୃତ୍ତି ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ...

କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…

ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିଜୁଳି କାଟ୍‌କୁ ନେଇ ମନ୍ତ୍ରୀ କହିଲେ ଏଣିକି…

ଭୁବନେଶ୍ୱର,୧୯ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ନୂଆ…

ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, ରାଜ୍ୟରେ ଆଉ ୫୦୦ ବାତ୍ୟା...

5Tର ପୋଲ୍‌ ଖୋଲିଲେ ସୁରେଶ ପୂଜାରୀ, କହିଲେ ପ୍ରୋସେସିଂ ନ କରି କେବଳ…

ଭୁବନେଶ୍ୱର,୨୦ା୨: ଗୁରୁବାର ଆରମ୍ଭ ହୋଇଛି ବିଧାନସଭା କାର୍ଯ୍ୟ। ଏଥିରେ ପୂର୍ବ ସରକାରରେ ଥିବା 5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନରେ ସୁରେଶ କଡ଼ା ଟାର୍ଗେଟ କରି କହିଛନ୍ତି, ଗତ ସରକାରରେ ଅନେକ...

ଭାଗ ଜମି ବିକ୍ରି ବନ୍ଦ, ସରଳୀକରଣ ନିୟମ ପ୍ରଣୟନ ଲାଗି ମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୧୭ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ୨୦୨୨ ମେ ୧ଠାରୁ ଭାଗ ଜମି ବିକ୍ରୟ କରିବା ବନ୍ଦ ହୋଇଯାଇଛି। ଏହି ସମସ୍ୟା ସମାଧାନ ନେଇ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ଗସ୍ତ ସମୟରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…

ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ...

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ...

ବାତ୍ୟା କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କହିଲେ ପ୍ରାଥମିକ ଆକଳନ ଅନୁସାରେ ହୋଇଛି…

ଭୁବନେଶ୍ୱର,୪ା୧୧: ବାତ୍ୟା ଦାନା ରାଜ୍ୟର କିଛି ଜିଲାରେ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୋମବାର ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ ସୂଚନା...

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରୋହିତଙ୍କ ପ୍ରଶଂସା

ସମ୍ବଲପୁର,୧୯ା୮(ଭବାନୀ ଶଙ୍କର ଭୋଇ): ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ଅଚାନକ ସମ୍ବଲପୁର ସଦର ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ପରଖିଥିଲେ। ମନ୍ତ୍ରୀଙ୍କ ଆକସ୍ମିକ ପରିଦର୍ଶନ କାର୍ଯ୍ୟକ୍ରମକୁ ତାଙ୍କର ସମର୍ଥକ ଓ ଜନସାଧାରଣ ସାମାଜିକ ଗଣମାଧ୍ୟମରେ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: ୫ ବର୍ଷ ପରେ ରାଜ୍ୟରେ…

ଭବାନୀପାଟଣା,୧୪ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଭାଗିରଥି ଇନ୍‌ ଠାରେ ବୁଧବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ...

ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri