Tag Archives: suresh pujari

ଭାଗ ଜମି ବିକ୍ରି ବନ୍ଦ, ସରଳୀକରଣ ନିୟମ ପ୍ରଣୟନ ଲାଗି ମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୧୭ା୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ୨୦୨୨ ମେ ୧ଠାରୁ ଭାଗ ଜମି ବିକ୍ରୟ କରିବା ବନ୍ଦ ହୋଇଯାଇଛି। ଏହି ସମସ୍ୟା ସମାଧାନ ନେଇ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ଗସ୍ତ ସମୟରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି, ସରକାର ଏନେଇ…

ଭୁବନେଶ୍ୱର,୧୩ା୧୧: ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ…

ଏଣିକି ତହସିଲ, ସବ୍‌ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…

ବାତ୍ୟା କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କହିଲେ ପ୍ରାଥମିକ ଆକଳନ ଅନୁସାରେ ହୋଇଛି…

ଭୁବନେଶ୍ୱର,୪ା୧୧: ବାତ୍ୟା ଦାନା ରାଜ୍ୟର କିଛି ଜିଲାରେ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୋମବାର ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ ସୂଚନା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରୋହିତଙ୍କ ପ୍ରଶଂସା

ସମ୍ବଲପୁର,୧୯ା୮(ଭବାନୀ ଶଙ୍କର ଭୋଇ): ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ଅଚାନକ ସମ୍ବଲପୁର ସଦର ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ପରଖିଥିଲେ। ମନ୍ତ୍ରୀଙ୍କ ଆକସ୍ମିକ ପରିଦର୍ଶନ କାର୍ଯ୍ୟକ୍ରମକୁ ତାଙ୍କର ସମର୍ଥକ ଓ ଜନସାଧାରଣ ସାମାଜିକ ଗଣମାଧ୍ୟମରେ ବେଶ୍‌…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: ୫ ବର୍ଷ ପରେ ରାଜ୍ୟରେ…

ଭବାନୀପାଟଣା,୧୪ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଭାଗିରଥି ଇନ୍‌ ଠାରେ ବୁଧବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇଥିଲେ।…

ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ ଦେଇଛନ୍ତି।…

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମୋଦି ସରକାର ଅମଳରେ ଗତ ୧୦ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥତ୍କ ଅନୁଦାନ…

ସୁରେଶ ପୂଜାରୀଙ୍କୁ ଆସିଲା ଫୋନ କଲ୍, ହେବେ ମନ୍ତ୍ରୀ

ଭୁବନେଶ୍ୱର,୧୨।୬: ମୋହନ ମଝି ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଉ କିଛି ସମୟ ବ୍ୟବଧାନରେ ଶପଥ ଗ୍ରହଣ କରିବାକୁଯାଉଥିଲା ବେଳେ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ ହେବାକୁ ଥିବା ନେତା ମାନଙ୍କୁ ଫୋନ କଲ୍ ଆସିବାରେ ଲାଗିଛି। ଏହି କ୍ରମରେ ବ୍ରଜରାଜନଗର…

ସୁରେଶ ପୁଜାରୀଙ୍କ ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି କେତେ ? ହୋଇ ପାରନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬: ଓଡ଼ିଶାରେ ବହୁମତ ପାଇ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ତେବେ ଫଳାଫଳ ଆସିବାର ଗୋଟିଏ ସପ୍ତାହ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଚୂଡାନ୍ତ ହୋଇପାରି ନାହିଁ। ଏହାରି…

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ ନ…

ସୁରେଶ ପୂଜାରୀଙ୍କୁ ଦିଲ୍ଲୀ ଡାକରା, ମିଳିପାରେ ବଡ ପଦବୀ

ଭୁବନେଶ୍ୱର,୯ା୬: ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀ ଦିଲ୍ଲୀରେ ପହଞ୍ଚିଛନ୍ତି। କୁହାଯାଉଛି ହାଇକମାଣ୍ଡଙ୍କ ଡ଼ାକରାରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri