ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…