ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ! ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି ସୃଷ୍ଟି ହେବା ଯୋଗୁଁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରଭାବ ପଡ଼ିବ। ସୂର୍ଯ୍ୟ-ବୁଧ…