ଜ୍ୟୋତିଷ ଗଣନା ଅନୁସାରେ, ନଭେମ୍ବର ୧୬ ତାରିଖ ପର୍ଯ୍ୟନ୍ତ ସୂର୍ଯ୍ୟ ତୁଳା ରାଶିରେ ରହିବେ । ଏହା ପରେ ସୂର୍ଯ୍ୟ ବିଛା ରାଶିକୁ ଗୋଚର କରିବେ ।…
ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…