‘ଚଳିତବର୍ଷ ହେବ କଲେଜ ନିର୍ବାଚନ’
ଭୁବନେଶ୍ୱର,୨୧ା୫: ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ...
୫୦% ଟପିବନି ଜାତିଭିତ୍ତିକ ସଂରକ୍ଷଣ, SEBC ବର୍ଗଙ୍କ ପାଇଁ ରହିଛି…
ଭୁବନେଶ୍ୱର,୧୫ା୫: ସାମାଜିକ ଓ ଆର୍ଥିକ ଅନଗ୍ରସର (SEBC) ପାଇଁ ସଂରକ୍ଷଣ ପ୍ରସଙ୍ଗ ନେଇ ସ୍ପଷ୍ଟ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କାଲିର କ୍ୟାବିନେଟ୍ ନିଷ୍ପତ୍ତି ନେଇ ମନ୍ତ୍ରୀ ଏହି ଦ୍ବନ୍ଦ୍ବ ଦୂର କରିଛନ୍ତି। ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି...
ପରିବର୍ତ୍ତନ ହେବ କି ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ? ସ୍ପଷ୍ଟୀକରଣ ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୭ା୩: ଗଲା ବର୍ଷ ରାଜନୈତିକ ବିବାଦ ସୃଷ୍ଟି କରିଥିବା ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ କରିବା ପ୍ରସ୍ତାବ ଉପରେ ଶୁକ୍ରବାର ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ପଷ୍ଟ କରିଛନ୍ତି। “କଟକର ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ କୌଣସି...
ତୃଣମୂଳ ସ୍ତରରେ କ୍ରୀଡ଼ା ବିକାଶ ଆମର ପ୍ରାଥମିକତ: କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର,୪ା୩: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ସୋମବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ ହେବାକୁ...
ବଦଳିବ କଳାହାଣ୍ଡି ଆଇନ ମହାବିଦ୍ୟାଳୟର ରୂପରେଖ
ଭବାନୀପାଟଣା,୧୯ା୧ (ଉତ୍ତମ କୁମାର ଦାଶ): କଳାହାଣ୍ଡିର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବା ତଥା ଜିଲାରେ ଶତାଧିକ ଆଇନଜୀବୀ, ବିଚାରପତି ତିଆରି କରିଥିବା କଳାହାଣ୍ଡି ଆଇନ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା, ଭିତ୍ତିଭୂମିର ବିକାଶ ସହିତ ଉଚ୍ଚତର ଆଇନ ଶିକ୍ଷା ପାଇଁ...
ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…
ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି...
ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ
ଭୁବନେଶ୍ୱର,୩୦ା୮: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ...
ଉପାନ୍ତ ଅଞ୍ଚଳରେ ନବନର୍ମିତ ସରକାରୀ ସ୍ନାତକ ମହାବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ଆଣିବ ବିପ୍ଳବ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର,୯ା୮: ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ୮ ଜିଲାରେ ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍ଘାଟନ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ...
Archives
