‘ଟିକେ ଲଜ୍ଜା କର ଟିମ ଇଣ୍ଡିଆ…’ ଜୟ ଶାହା, ସୂର୍ଯ୍ୟକୁମାର ଯାଦବଙ୍କ ଉପରେ କିଏ ଆଉ କାହିଁକି କହିଲେ ଏମିତି? ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ନୂଆଦିଲ୍ଲୀ,୧୦।୩: ଟିମ ଇଣ୍ଡିଆ ୨୦୨୬ ର ICC T20 ବିଶ୍ୱକପ ଜିତିଛି। ଏହି ବିଜୟ ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଭାରତୀୟ ଦଳ ରେକର୍ଡ ତୃତୀୟ ଥର ପାଇଁ T20 ବିଶ୍ୱକପ ଜିତିଛି। ଏହି ସମୟରେ, ପୂର୍ବତନ ଭାରତୀୟ…
ମ୍ୟାଚ ସମୟରେ ଦ୍ବନ୍ଦ୍ବରେ ପଡିଗଲେ ସୂର୍ଯ୍ୟକୁମାର ଯାଦବ, ଗୌତମ ଗମ୍ଭୀରଙ୍କୁ ସାହାଯ୍ୟ ମାଗିବା ପରେ ଚମତ୍କାର….
ନୂଆଦିଲ୍ଲୀ,୬।୩:ଭାରତ ୭ ରନରେ ଜିତି ଫାଇନାଲରେ ପ୍ରବେଶ କରିଛି । ଭାରତୀୟ ବ୍ୟାଟସମ୍ୟାନମାନେ ଦମଦାର ପ୍ରଦର୍ଶନ କରି ୨୦ ଓଭରରେ ୭ ୱିକେଟରେ ୨୫୩ ରନ କରିଥିଲେ । ଯାହା ପରେ ଇଂଲଣ୍ଡ ୨୦ ଓଭରରେ ୭ ୱିକେଟରେ ୨୪୬ ରନ…
ମୋର ହୃଦସ୍ପନ୍ଦନ ୧୬୦-୧୭୫ ଥିଲା…ମ୍ୟାଚ୍ ପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ସୂର୍ଯ୍ୟକୁମାର
ମୁମ୍ବାଇ,୬।୩: ଏକ ରୋମାଞ୍ଚକର ଟି୨୦ ବିଶ୍ୱକପ ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରିବା ପରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବିଜୟର ଶ୍ରେୟ ତାଙ୍କ ବୋଲର ଏବଂ ଚମତ୍କାର ଫିଲ୍ଡିଂକୁ ଦେଇଛନ୍ତି। ସେ କହିଛନ୍ତି, ଏହି ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିବା…
ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ
ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ ମ୍ୟାଚ ଖେଳିବ। ଭାରତ ଡିଫେଣ୍ଡିଂ ଚାମ୍ପିଅନ ଏବଂ ଟ୍ରଫି ରକ୍ଷା କରିବାକୁ ଆଗ୍ରହୀ…
ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର
ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ ନୁହେ ଁବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଶନିବାର ଆୟୋଜିତ ଏକ୍…
ବିଜୟ ପରେ ମଧ୍ୟ ଟିମ୍ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍
ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଭାରତ…
ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ
କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି ମହମୁକାବିଲାରେ ଭାରତ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଛି। କଲମ୍ବୋର ଆର. ପ୍ରେମଦାସା…
ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…
ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍ରେ ଭାରତ ୨୯ ରନ୍ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…
USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..
ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର ବିଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ସୂର୍ଯ୍ୟ…
ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ
ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ସହ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ମ୍ୟାଚ୍ରେ ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ ଇଣ୍ଡିଆ। ହେଲେ ପାୱାରପ୍ଲେ ଭିତରେ ହିଁ…
ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା
ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ ନାମ ଯୋଡି ହୋଇଥିବା ବେଳେ ଏବେ ବିବାହିତ ସୂର୍ଯ୍ୟକୁମାରଙ୍କ ନାଁ’କୁ ନେଇ ଚର୍ଚ୍ଚା ସୃଷ୍ଟି…
ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ
ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ ତାଙ୍କର ଶେଷ ହୋଇପାରେ ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ସୂର୍ଯ୍ୟକୁମାରଙ୍କ ବୟସ, ସାମ୍ପ୍ରତିକ ଫର୍ମ…
Archives


