ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର ଯାଦବ। ମ୍ୟାଚ୍ ପୂର୍ବରୁ ଅଧିନାୟକଙ୍କ ଆତ୍ମବିଶ୍ୱାସ ଏବଂ ସ୍ପଷ୍ଟବାଦିତା ଭାରତୀୟ ପ୍ରଶଂସକଙ୍କୁ ବେଶ…