Tag Archives: Suryakumar Yadav

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ ସଞ୍ଜୁଙ୍କ ପ୍ରତିକ୍ରିୟା କିଭଳି ଥିଲା, ସେ ବିଷୟରେ କହିବା ସହ ତାଙ୍କ ମାନସିକତାକୁ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ। ୨୦୨୬ ଟି-୨୦ ବିଶ୍ୱକପରେ ଭାରତକୁ ଚାମ୍ପିଅନ କରାଇବା ପରେ ମଧ୍ୟ ତାଙ୍କୁ ଦଳରୁ…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର ଧରିଛି । ବିଶ୍ୱକପ୍ ପରେ ମଧ୍ୟ ସୂର୍ଯ୍ୟ ଭାରତୀୟ ଦଳର ନେତୃତ୍ୱ ନେବେ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି ଫର୍ମାଟରେ ଆୟର୍ଲାଣ୍ଡ ବିପକ୍ଷରେ ଭାରତର ପ୍ରଥମ ସିରିଜ ପରାଜୟ। ଲଜ୍ଜାଜନକ ସିରିଜ ପରାଜୟ…

ବନ୍ଧୁତା ଶେଷ… ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ମଧ୍ୟରେ ଫାଟ; ସମସ୍ତ ସମ୍ପର୍କ ଛିନ୍ନ!

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଦଳର ଷ୍ଟାର ସୂର୍ଯ୍ୟକୁମାର ଯାଦବ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ମତଭେଦ ଏବେ ସାଧାରଣରେ ପ୍ରକାଶ ପାଇଛି। ଉଭୟ ଖେଳାଳି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପରସ୍ପରକୁ ଅନଫଲୋ କରିଛନ୍ତି। ସୂର୍ଯ୍ୟ ଏବଂ ହାର୍ଦ୍ଦିକ ଦୀର୍ଘଦିନ ଧରି…

ସୂର୍ଯ୍ୟକୁମାର ଯାଦବଙ୍କୁ ହଟାଇ ଶ୍ରେୟସ ଆୟର ହେବେ T-20 କ୍ୟାପେଟେନ, ଟିମ ଇଣ୍ଡିଆରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୮।୫: ସୂର୍ଯ୍ୟକୁମାର ଯାଦବ ଭାରତୀୟ T-20 ଦଳର ଅଧିନାୟକ ପଦ ହରାଇବାକୁ ଯାଉଛନ୍ତି। ଏହା ପ୍ରାୟତଃ ନିଶ୍ଚିତ ଯେ ୨୦୨୬ ଆଇପିଏଲ ସିଜିନ ପରେ ତାଙ୍କ ଉପରେ କୁଠାରଘାତ ପଡ଼ିବ। ଏହା ବୁଝାପଡୁଛି ଯେ ଜୁନରେ ବରିଷ୍ଠ ଦଳର ଚୟନକର୍ତ୍ତାମାନେ ବୈଠକ…

ଆସିଗଲା ନାମ! ସୂର୍ଯ୍ୟକୁମାର ଯାଦବଙ୍କ ପରେ, ଏହି ଖେଳାଳି ହେବେ ଟିମ ଇଣ୍ଡିଆର T20 ଅଧିନାୟକ

ନୂଆଦିଲ୍ଲୀ,୧୯।୪: ଭାରତୀୟ କ୍ରିକେଟ ଦଳର ନୂତନ T-20 ଅଧିନାୟକ କିଏ ହେବେ? ସୂର୍ଯ୍ୟକୁମାର ଯାଦବ ଅଧିନାୟକ ପଦ ଛାଡିବା ପରେ – କିମ୍ବା ଯଦି ଭାରତୀୟ ଚୟନକର୍ତ୍ତାମାନେ ତାଙ୍କ ବ୍ୟତୀତ ଅନ୍ୟ ସ୍ଥାନକୁ ଦେଖିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ଟି-୨୦ ଫର୍ମାଟରେ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ । ତଥାପି କିଛି ଛୋଟ ପରିବର୍ତ୍ତନ ପରିଲକ୍ଷିତ…

‘ଟିକେ ଲଜ୍ଜା କର ଟିମ ଇଣ୍ଡିଆ…’ ଜୟ ଶାହା, ସୂର୍ଯ୍ୟକୁମାର ଯାଦବଙ୍କ ଉପରେ କିଏ ଆଉ କାହିଁକି କହିଲେ ଏମିତି? ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୦।୩: ଟିମ ଇଣ୍ଡିଆ ୨୦୨୬ ର ICC T20 ବିଶ୍ୱକପ ଜିତିଛି। ଏହି ବିଜୟ ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଭାରତୀୟ ଦଳ ରେକର୍ଡ ତୃତୀୟ ଥର ପାଇଁ T20 ବିଶ୍ୱକପ ଜିତିଛି। ଏହି ସମୟରେ, ପୂର୍ବତନ ଭାରତୀୟ…

ମ୍ୟାଚ ସମୟରେ ଦ୍ବନ୍ଦ୍ବରେ ପଡିଗଲେ ସୂର୍ଯ୍ୟକୁମାର ଯାଦବ, ଗୌତମ ଗମ୍ଭୀରଙ୍କୁ ସାହାଯ୍ୟ ମାଗିବା ପରେ ଚମତ୍କାର….

ନୂଆଦିଲ୍ଲୀ,୬।୩:ଭାରତ ୭ ରନରେ ଜିତି ଫାଇନାଲରେ ପ୍ରବେଶ କରିଛି । ଭାରତୀୟ ବ୍ୟାଟସମ୍ୟାନମାନେ ଦମଦାର ପ୍ରଦର୍ଶନ କରି ୨୦ ଓଭରରେ ୭ ୱିକେଟରେ ୨୫୩ ରନ କରିଥିଲେ । ଯାହା ପରେ ଇଂଲଣ୍ଡ ୨୦ ଓଭରରେ ୭ ୱିକେଟରେ ୨୪୬ ରନ…

ମୋର ହୃଦସ୍ପନ୍ଦନ ୧୬୦-୧୭୫ ଥିଲା…ମ୍ୟାଚ୍‌ ପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ସୂର୍ଯ୍ୟକୁମାର

ମୁମ୍ବାଇ,୬।୩: ଏକ ରୋମାଞ୍ଚକର ଟି୨୦ ବିଶ୍ୱକପ ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରିବା ପରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବିଜୟର ଶ୍ରେୟ ତାଙ୍କ ବୋଲର ଏବଂ ଚମତ୍କାର ଫିଲ୍ଡିଂକୁ ଦେଇଛନ୍ତି। ସେ କହିଛନ୍ତି, ଏହି ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିବା…

ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ ମ୍ୟାଚ ଖେଳିବ। ଭାରତ ଡିଫେଣ୍ଡିଂ ଚାମ୍ପିଅନ ଏବଂ ଟ୍ରଫି ରକ୍ଷା କରିବାକୁ ଆଗ୍ରହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?