ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍ପେଣ୍ଡ
ଲିସ୍ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି। ଏ ନେଇ ଫେଡେରେଶନ ପକ୍ଷରୁ ଶନିବାର ବିବୃତି…

