ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…