ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର ଲୋକେ ମିଳିମିଶି ସୁଜାତାଙ୍କୁ ହତ୍ୟା କରିଥିବା ନେଇ ତାଙ୍କ ବାପା ହଳଧର ପ୍ରଧାନ…

