ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ସନ୍ଦେହଜନକ ମୃତ୍ୟୁ
ଗ୍ରେଟର ନଏଡା,୧୭।୧୦: ରାବୁପୁରା ଥାନା ଅଧୀନସ୍ଥ ନାଗଲା ଶ୍ରୀଗୋପାଳ ଗ୍ରାମରେ ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ସ୍ବାମୀ, ସ୍ତ୍ରୀ ଏବଂ ସେମାନଙ୍କର ତିନି ସନ୍ତାନମୃତ୍ୟୁବରଣ କରିଛନ୍ତି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

