ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସକ୍ରିୟ ହେଲା… ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ତେବେ ଡ୍ରୋନ୍ଟି ପୁଣିଥରେ ପାକିସ୍ତାନ ଆଡକୁ ଚାଲି ଯାଇଥିଲା।…