ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ, ଓସାରିଆ ଓ ପାର୍ଶ୍ୱରେ ପଥର ବିଛାଇବା ପାଇଁ ବହୁ କୋଟି ଟଙ୍କା ବ୍ୟୟରେ…