ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ
କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ ପ୍ରକ୍ରିୟା ସମୟରେ ସମାଜର ପ୍ରତ୍ୟେକ ବର୍ଗର ପ୍ରତିନିଧିତ୍ୱ ସୁନିଶ୍ଚିତ କରିବା ପାଇଁ ଯତ୍ନବାନ…
ମମତାଙ୍କ ଆସନ ଯିବାର ୧୦ ଦିନ ଭିତରେ ଅଭିଷେକଙ୍କୁ ଦ୍ୱିତୀୟ ଝଟକା, ଶୁଭେନ୍ଦୁ ସରକାର ନେଲେ…
କୋଲକାତା,୧୯।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ କ୍ଷମତାରୁ ବିଦାୟ ନେବାର ମାତ୍ର ୧୦ ଦିନ ମଧ୍ୟରେ, ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କୁ ଦ୍ୱିତୀୟ ବଡ଼ ଝଟକା ଲାଗିଛି। ନିର୍ବାଚନ ସମୟରେ ଉତ୍ତେଜନାପୂର୍ଣ୍ଣ ବୟାନ ଦେବା ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୁଦ୍ଧରେ…
ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା
କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ ସହାୟତା, ବସ୍ରେ ମାଗଣା ଯାତ୍ରା ଏବଂ ୭ମ ରାଜ୍ୟ ବେତନ କମିଶନ ଗଠନ…
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼
କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ୪୫ ଦିନ ମଧ୍ୟରେ ଜମି ଯୋଗାଇ ଦେବାକୁ ଶୁଭେନ୍ଦୁ କହିଛନ୍ତି। ଏପରିକିି…
ରାଜନୀତିରେ ଶୁଭେନ୍ଦୁଙ୍କର ରହିଛି ୩୦ ବର୍ଷର ଅଭିଜ୍ଞତା, ହେଲେ ହୋଇ ପାରିଲେନି ସ୍ବାମୀ, ଜାଣନ୍ତୁ ବଙ୍ଗର ନୂଆ ‘ସୁଲତାନ’ଙ୍କ ଜୀବନର କିଛି ରୋଚକ କଥା
କୋଲକାତା,୯।୫: ଶନିବାର ପଶ୍ଚିମବଙ୍ଗରେ କ୍ଷମତାର ଶୀର୍ଷରେ, ଜଣେ ଯୋଦ୍ଧାଙ୍କ ରାଜ୍ୟାଭିଷେକ କରାଯାଉଛି – ଜଣେ ବ୍ୟକ୍ତି ଯିଏ ବୁଥ ସ୍ତରରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ ଏବଂ ଆଜି ରାଜ୍ୟ ମୁଖ୍ୟମନ୍ତ୍ରୀ ପଦବୀରେ ପହଞ୍ଚିଛନ୍ତି। ଶୁଭେନ୍ଦୁ ଅଧିକାରୀ ନାମ ଏବେ…
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ‘ନୂଆ ବସ୍’: ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
କୋଲକାତା,୯।୫: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍ଡିଏ ଶାସିତ ରାଜ୍ୟଗୁଡ଼ିକର…
ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…
କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା…
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…
କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କ ନାଁ ଘୋଷଣା କରିଛନ୍ତି। ଫଳରେ ଶୁଭେନ୍ଦୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା…
ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…
କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ। ଏନେଇ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଉପରେ…
ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…
ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍ରେ ଅଛନ୍ତି…
କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଉଭୟରେ ବିଜୟୀ ହୋଇଛନ୍ତି। ସେ ଭବାନୀପୁରରେ ଟିଏମ୍ସି ମୁଖ୍ୟ ମମତା ବାନାର୍ଜୀ…
ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ କେମିତି କରାଯାଇଥିଲା ହତ୍ୟା
କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନର୍ବାଚନ ଫଳାଫଳ ଘୋଷଣା ପରଠାରୁ, ରାଜ୍ୟରେ ହିଂସା କମିବାର କୌଣସି ସଙ୍କେତ ଦେଖାଯାଇ ନାହିଁ। ନୂତନ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ ୯ ରେ ହେବାକୁ ଯାଉଛି। ହେଲେ ଏହି ଘଟଣା ପୂର୍ବରୁ, ପ୍ରମୁଖ…
Archives


