ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ପୂର୍ବରୁ ବିଭିନ୍ନ ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ଭାଜପା ନେତା ନୂଆଦିଲ୍ଲୀ,୧୪।୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଦେଶର ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବା ଅଭିଯାନ ଆରମ୍ଭ...